Ecclesiastes 3:4 — Compare Translations

5 translations compared side by side

Odia - 1840
"କାନ୍ଦିବା ପାଇଁ ଏକ ସମୟ ଅଛି ଓ ହସିବା ପାଇଁ ମଧ୍ଯ ଏକ ସମୟ ଅଛି। ବିଳାପ ପାଇଁ ସମୟ ଅଛି ଓ ଖୁସି ରେ ନୃତ୍ଯ କରିବାର ପାଇଁ ମଧ୍ଯ ସମୟ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରୋଦନ କରିବାର ସମୟ ଓ ହାସ୍ୟ କରିବାର ସମୟ; ବିଳାପ କରିବାର ସମୟ ଓ ନୃତ୍ୟ କରିବାର ସମୟନ୍ତ
Odia Bible ERV 2004 (ପବିତ୍ର ବାଇବଲ)
କାନ୍ଦିବା ପାଇଁ ଏକ ସମୟ ଅଛି ଓ ହସିବା ପାଇଁ ମଧ୍ୟ ଏକ ସମୟ ଅଛି। ବିଳାପ ପାଇଁ ସମୟ ଅଛି ଓ ଖୁସୀରେ ନୃତ୍ୟ କରିବାର ପାଇଁ ମଧ୍ୟ ସମୟ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରୋଦନ କରିବାର ସମୟ ଓ ହସିବାର ସମୟ; ବିଳାପ କରିବାର ସମୟ ଓ ନୃତ୍ୟ କରିବାର ସମୟ;
Odia IRV 2017 (ଓଡିଆ ବାଇବେଲ)
ରୋଦନ କରିବାର ସମୟ ଓ ହସିବାର ସମୟ; ବିଳାପ କରିବାର ସମୟ ଓ ନୃତ୍ୟ କରିବାର ସମୟ;