Ecclesiastes 3:5 — Compare Translations

5 translations compared side by side

Odia - 1840
"ପ୍ରସ୍ତର ପକାଇବାର ସମୟ ଅଛି ଓ ପ୍ରସ୍ତର ସଂଗ୍ରହ କରିବାର ମଧ୍ଯ ସମୟ ଅଛି। ଆଲିଙ୍ଗନ ପାଇଁ ସମୟ ଅଛି ଓ ଆଲିଙ୍ଗନରୁ ନିବୃତ୍ତ ହବୋର ମଧ୍ଯ ସମୟ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରସ୍ତର ପକାଇବାର ସମୟ ଓ ପ୍ରସ୍ତର ସଂଗ୍ରହ କରିବାର ସମୟ; ଆଲିଙ୍ଗନ କରିବାର ସମୟ ଓ ଆଲିଙ୍ଗନରୁ ନିବୃତ୍ତ ହେବାର ସମୟ;
Odia Bible ERV 2004 (ପବିତ୍ର ବାଇବଲ)
ପ୍ରସ୍ତର ପକାଇବାର ସମୟ ଅଛି ଓ ପ୍ରସ୍ତର ସଂଗ୍ରହ କରିବାର ମଧ୍ୟ ସମୟ ଅଛି। ଆଲିଙ୍ଗନ ପାଇଁ ସମୟ ଅଛି ଓ ଆଲିଙ୍ଗନରୁ ନିବୃତ୍ତ ହେବାର ମଧ୍ୟ ସମୟ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରସ୍ତର ପକାଇବାର ସମୟ ଓ ପ୍ରସ୍ତର ସଂଗ୍ରହ କରିବାର ସମୟ; ଆଲିଙ୍ଗନ କରିବାର ସମୟ ଓ ଆଲିଙ୍ଗନରୁ ନିବୃତ୍ତ ହେବାର ସମୟ,
Odia IRV 2017 (ଓଡିଆ ବାଇବେଲ)
ପ୍ରସ୍ତର ପକାଇବାର ସମୟ ଓ ପ୍ରସ୍ତର ସଂଗ୍ରହ କରିବାର ସମୟ; ଆଲିଙ୍ଗନ କରିବାର ସମୟ ଓ ଆଲିଙ୍ଗନରୁ ନିବୃତ୍ତ ହେବାର ସମୟ,