Ecclesiastes 3:6 — Compare Translations

5 translations compared side by side

Odia - 1840
"ଅନ୍ବଷେଣ କରିବାର ସମୟ ଅଛି ଓ ହଜାଇବାର ମଧ୍ଯ ସମୟ ଅଛି। ରହିବାର ସମୟ ଅଛି ଓ ହଜାଇବାର ମଧ୍ଯ ସମୟ ଅଛି।ରଖିବାର ସମୟ ଅଛି ଓ ପକାଇବାର ମଧ୍ଯ ସମୟ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନ୍ଵେଷଣ କରିବାର ସମୟ ଓ ହଜାଇବାର ସମୟ; ରଖିବାର ସମୟ ଓ ପକାଇ ଦେବାର ସମୟ;
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୱେଷଣ କରିବାର ସମୟ ଅଛି ଓ ହଜାଇବାର ମଧ୍ୟ ସମୟ ଅଛି। ରହିବାର ସମୟ ଅଛି ଓ ହଜାଇବାର ମଧ୍ୟ ସମୟ ଅଛି। ରଖିବାର ସମୟ ଅଛି ଓ ପକାଇବାର ମଧ୍ୟ ସମୟ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନ୍ଵେଷଣ କରିବାର ସମୟ ଓ ହଜାଇବାର ସମୟ; ରଖିବାର ସମୟ ଓ ପକାଇ ଦେବାର ସମୟ;
Odia IRV 2017 (ଓଡିଆ ବାଇବେଲ)
ଅନ୍ଵେଷଣ କରିବାର ସମୟ ଓ ହଜାଇବାର ସମୟ; ରଖିବାର ସମୟ ଓ ପକାଇ ଦେବାର ସମୟ;