Ecclesiastes 3:7 — Compare Translations

5 translations compared side by side

Odia - 1840
"ଚିରିବାର ସମୟ ଅଛି ଓ ସିଲଇେ କରିବାର ମଧ୍ଯ ସମୟ ଅଛି। ନୀରବ ରହିବାର ସମୟ ଅଛି ଓ କଥା କହିବାର ମଧ୍ଯ ସମୟ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଚିରିବାର ସମୟ ଓ ସିଁଇବାର ସମୟ; ନୀରବ ରହିବାର ସମୟ ଓ କଥା କହିବାର ସମୟ;
Odia Bible ERV 2004 (ପବିତ୍ର ବାଇବଲ)
ଚିରିବାର ସମୟ ଅଛି ଓ ସିଲେଇ କରିବାର ମଧ୍ୟ ସମୟ ଅଛି। ନୀରବ ରହିବାର ସମୟ ଅଛି ଓ କଥା କହିବାର ମଧ୍ୟ ସମୟ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଚିରିବାର ସମୟ ଓ ସିଲେଇ କରିବାର ସମୟ; ନୀରବ ରହିବାର ସମୟ ଓ କଥା କହିବାର ସମୟ;
Odia IRV 2017 (ଓଡିଆ ବାଇବେଲ)
ଚିରିବାର ସମୟ ଓ ସିଲେଇ କରିବାର ସମୟ; ନୀରବ ରହିବାର ସମୟ ଓ କଥା କହିବାର ସମୟ;