Ecclesiastes 3:8 — Compare Translations

5 translations compared side by side

Odia - 1840
"ପ୍ ରମେ କରିବାର ସମୟ ଅଛି ଓ ଘୃଣା କରିବାର ମଧ୍ଯ ସମୟ ଅଛି। ୟୁଦ୍ଧର ସମୟ ଅଛି ଓ ଶାନ୍ତିର ମଧ୍ଯ ସମୟ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରେମ କରିବାର ସମୟ ଓ ଘୃଣା କରିବାର ସମୟ; ଯୁଦ୍ଧର ସମୟ ଓ ସନ୍ଧିର ସମୟ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରେମ କରିବାର ସମୟ ଅଛି ଓ ଘୃଣା କରିବାର ମଧ୍ୟ ସମୟ ଅଛି। ଯୁଦ୍ଧର ସମୟ ଅଛି ଓ ଶାନ୍ତିର ମଧ୍ୟ ସମୟ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରେମ କରିବାର ସମୟ ଓ ଘୃଣା କରିବାର ସମୟ; ଯୁଦ୍ଧର ସମୟ ଓ ଶାନ୍ତିର ସମୟ ଅଛି।
Odia IRV 2017 (ଓଡିଆ ବାଇବେଲ)
ପ୍ରେମ କରିବାର ସମୟ ଓ ଘୃଣା କରିବାର ସମୟ; ଯୁଦ୍ଧର ସମୟ ଓ ଶାନ୍ତିର ସମୟ ଅଛି।