Ecclesiastes 4:1 — Compare Translations
5 translations compared side by side
Odia - 1840
"ପୁନରାଯ ବହୁତ ଲୋକ ଅତ୍ଯାଚାରିତ ହେଉଥିବାର ଓ କାନ୍ଦୁଥିବାର ମୁଁ ଦେଖିଲି। ମୁଁ ଦେଖିଲି ଯେ, ସମାନଙ୍କେୁ ସାନ୍ତ୍ବନା ଦବୋ ପାଇଁ କହେି ମଧ୍ଯ ନ ଥିଲେ। ମୁଁ କଷ୍ଟ ଭୋଗ କରୁଥିବା ଲୋକମାନଙ୍କୁ ମୁଁ ଦେଖିଲି ଓ ଶାସନ ରେ ଥିବା ଲୋକମାନଙ୍କର ନିଷ୍ଠୁରତା ମଧ୍ଯ ମୁଁ ଦେଖିଲି। ସମାନଙ୍କେ ଦ୍ବାରା ଆହତ ଲୋକମାନଙ୍କୁ କହେି ସାନ୍ତ୍ବନା ଦବୋକୁ ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଉପଦ୍ରବସବୁ ଦେଖିଲି; ଆଉ ଦେଖ, ଉପଦ୍ରବପ୍ରାପ୍ତଣଲୋକମାନଙ୍କର ଅଶ୍ରୁପାତ ହୁଏ ଓ ସେମାନଙ୍କର ସାନ୍ତ୍ଵନାକାରୀ କେହି ନାହିଁ; ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ଵନାକାରୀ କେହି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମରିଯିବାଟା କ’ଣ ଭଲ? ପୁନ୍ନରାୟ ବହୁତ ଲୋକ ଅତ୍ୟାଗ୍ଭରିତ ହେଉଥିବାର ଓ କାନ୍ଦୁଥିବାର ମୁଁ ଦେଖିଲି। ମୁଁ ଦେଖିଲି ଯେ, ସେମାନଙ୍କୁ ସାନ୍ତ୍ୱନା ଦେବା ପାଇଁ କେହି ମଧ୍ୟ ନ ଥିଲେ। କଷ୍ଟ ଭୋଗ କରୁଥିବା ଲୋକମାନଙ୍କୁ ମୁଁ ଦେଖିଲି ଓ ଶାସନରେ ଥିବା ଲୋକମାନଙ୍କର ନିଷ୍ଠୁରତା ମଧ୍ୟ ମୁଁ ଦେଖିଲି। ସେମାନଙ୍କ ଦ୍ୱାରା ଆହତ ଲୋକମାନଙ୍କୁ କେହି ସାନ୍ତ୍ୱନା ଦେବାକୁ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଅତ୍ୟାଚାର ସବୁ ଦେଖିଲି; ଆଉ ଦେଖ, ଅତ୍ୟାଚାରପ୍ରାପ୍ତ ଲୋକମାନଙ୍କର ଅଶ୍ରୁପାତ ହୁଏ, ଓ ସେମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ; ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ।
Odia IRV 2017 (ଓଡିଆ ବାଇବେଲ)