Ecclesiastes 4:10 — Compare Translations

5 translations compared side by side

Odia - 1840
"ଯଦି ଜଣେ ବ୍ଯକ୍ତି ପଡ଼ିୟାଏ, ତବେେ ତା'ର ସାଙ୍ଗ ତାକୁ ଉଠାଇବାକୁ ସାହାୟ୍ଯ କରିବ। ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ, ତାକୁ ଉଠାଇବା ପାଇଁ ଅନ୍ୟ କହେି ସଠାେ ରେ ନ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକି ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଜଣେ ବ୍ୟକ୍ତି ପଡ଼ିଯାଏ, ତେବେ ତା’ର ସାଙ୍ଗ ତାକୁ ଉଠାଇବାକୁ ସାହାଯ୍ୟ କରିବ। ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ, ତାକୁ ଉଠାଇବା ପାଇଁ ଅନ୍ୟ କେହି ସେଠାରେ ନ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର।
Odia IRV 2017 (ଓଡିଆ ବାଇବେଲ)
ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର।