Ecclesiastes 4:11 — Compare Translations

5 translations compared side by side

Odia - 1840
"ଆହୁରି ଦୁଇଜଣ ଏକତ୍ର ଶଯନ କଲେ ଉଷ୍ମ ହୁଅନ୍ତି ମାତ୍ର ଜଣେ କିରୂପେ ଉଷ୍ମ ହାଇପୋରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଦୁଇ ଜଣ ଏକତ୍ର ଶୟନ କଲେ ଉଷ୍ଣ ହୁଅନ୍ତି; ମାତ୍ର ଜଣେ କିରୂପେ ଏକାକୀ ଉଷ୍ଣ ହୋଇପାରେ?
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ଦୁଇଜଣ ଏକତ୍ର ଶୟନ କଲେ ଉଷ୍ମ ହୁଅନ୍ତି ମାତ୍ର ଜଣେ କିରୂପେ ଉଷ୍ମ ହୋଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଦୁଇ ଜଣ ଏକତ୍ର ଶୟନ କଲେ ଉଷ୍ଣ ହୁଅନ୍ତି; ମାତ୍ର ଜଣେ କିପରି ଏକାକୀ ଉଷ୍ଣ ହୋଇପାରେ?
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଦୁଇ ଜଣ ଏକତ୍ର ଶୟନ କଲେ ଉଷ୍ଣ ହୁଅନ୍ତି; ମାତ୍ର ଜଣେ କିପରି ଏକାକୀ ଉଷ୍ଣ ହୋଇପାରେ?