Ecclesiastes 4:12 — Compare Translations
5 translations compared side by side
Odia - 1840
"ଯେକହେି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତବେେ ଦୁଇଜଣ ତାହାର ପ୍ରତିବାଦ କରିବେ। ପୁଣି ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡିୟାଏ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ତି ଯାଏ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେକେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇଜଣ ତାହାର ପ୍ରତିବାଦ କରିବେ। ପୁଣି ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡିଯାଏ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡିଯାଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡି ଯାଏ ନାହିଁ।