Ecclesiastes 4:13 — Compare Translations
5 translations compared side by side
Odia - 1840
"ଯେଉଁ ବୃଦ୍ଧ ଓ ନିର୍ ବୋଧ ରାଜା ଆଉ କୌଣସି ପରାମର୍ଶ ଗ୍ରହଣ ନ କରିବାକୁ ଚା ହେଁ। ତାହା ଅପେକ୍ଷା ଦରିଦ୍ର ଓ ଜ୍ଞାନବାନ୍ ୟୁବା ଲୋକ ଭଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ବୃଦ୍ଧ ଓ ନିର୍ବୋଧ ରାଜା ଆଉ କୌଣସି ପରାମର୍ଶ ଗ୍ରହଣ କରିବାକୁ ଜାଣେ ନାହିଁ, ତାହା ଅପେକ୍ଷା ଦରିଦ୍ର ଓ ଜ୍ଞାନବାନ ଯୁବା ଲୋକ ଭଲ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକ, ରାଜନୀତି ଏବଂ ଖ୍ୟାତି ଯେଉଁ ବୃଦ୍ଧ ଓ ନିର୍ବୋଧ ରାଜା ଆଉ କୌଣସି ପରାମର୍ଶ ଗ୍ରହଣ ନ କରିବାକୁ ଗ୍ଭହେଁ। ତାହା ଅପେକ୍ଷା ଦରିଦ୍ର ଓ ଜ୍ଞାନବାନ୍ ଯୁବା ଲୋକ ଭଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ବୃଦ୍ଧ ଓ ନିର୍ବୋଧ ରାଜା ଆଉ କୌଣସି ପରାମର୍ଶ ଗ୍ରହଣ କରିବାକୁ ଜାଣେ ନାହିଁ, ତାହା ଅପେକ୍ଷା ଦରିଦ୍ର ଓ ଜ୍ଞାନବାନ ଯୁବା ଲୋକ ଭଲ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ବୃଦ୍ଧ ଓ ନିର୍ବୋଧ ରାଜା ଆଉ କୌଣସି ପରାମର୍ଶ ଗ୍ରହଣ କରିବାକୁ ଜାଣେ ନାହିଁ, ତାହା ଅପେକ୍ଷା ଦରିଦ୍ର ଓ ଜ୍ଞାନବାନ ଯୁବା ଲୋକ ଭଲ।