Ecclesiastes 4:14 — Compare Translations
5 translations compared side by side
Odia - 1840
"କାରଣ ସେ ରାଜା ହବୋ ପାଇଁ କାରାଗାରରୁ ବାହାର ହାଇେ ଆସିଲା। ଆହୁରି ସେ ତାହାର ରାଜ୍ଯ ରେ ଦରିଦ୍ର ହାଇେ ଜନ୍ମିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା; ଆହୁରି, ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା। ଆହୁରି ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା; ଆହୁରି, ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମିଥିଲା।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା; ଆହୁରି, ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମି ଥିଲା।