Ecclesiastes 4:15 — Compare Translations

5 translations compared side by side

Odia - 1840
"ମୁଁ ଦେଖିପାରୁଛି ଯେ, ପୃଥିବୀ ରେ ସୂର୍ୟ୍ଯତଳେ ଯେଉଁ ସମସ୍ତ ଲୋକମାନେ ବାସ କରୁଛନ୍ତି ଓ ୟାତାଯତ କରୁଛନ୍ତି, ସମାନେେ ପରବର୍ତ୍ତୀ ୟୁବକକୁ ଅନୁସରଣ କଲେ, ୟିଏକି ତା'ର ସାଙ୍ଗ, ତାଙ୍କର ସ୍ଥାନ ନବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସୂର୍ଯ୍ୟ ତଳେ ଗମନକାରୀ ସମସ୍ତ ପ୍ରାଣୀଙ୍କି ଦେଖିଲି ଯେ, ସେମାନେ ସେହି ଯୁବାର, ଯେଉଁ ଦ୍ଵିତୀୟ ବ୍ୟକ୍ତି ଏହାର ସ୍ଥାନରେ ଉଠିଲା, ତାହାର ସଙ୍ଗୀ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଦେଖି ପାରୁଛି ଯେ, ପୃଥିବୀରେ ସୂର୍ଯ୍ୟତଳେ ଯେଉଁ ସମସ୍ତ ଲୋକମାନେ ବାସ କରୁଛନ୍ତି ଓ ଯାତାୟାତ କରୁଛନ୍ତି, ସେମାନେ ପରବର୍ତ୍ତୀ ଯୁବକକୁ ଅନୁସରଣ କଲେ, ଯିଏ କି ତା’ର ସାଙ୍ଗ, ତାଙ୍କର ସ୍ଥାନ ନେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସୂର୍ଯ୍ୟ ତଳେ ଗମନକାରୀ ସମସ୍ତ ପ୍ରାଣୀକୁ ଦେଖିଲି ଯେ, ସେମାନେ ସେହି ଯୁବାର, ଯେଉଁ ଦ୍ୱିତୀୟ ବ୍ୟକ୍ତି ଏହାର ସ୍ଥାନରେ ଉଠିଲା, ତାହାର ସଙ୍ଗୀ।
Odia IRV 2017 (ଓଡିଆ ବାଇବେଲ)
ମୁଁ ସୂର୍ଯ୍ୟ ତଳେ ଗମନକାରୀ ସମସ୍ତ ପ୍ରାଣୀକୁ ଦେଖିଲି ଯେ, ସେମାନେ ସେହି ଯୁବାର, ଯେଉଁ ଦ୍ୱିତୀୟ ବ୍ୟକ୍ତି ଏହାର ସ୍ଥାନରେ ଉଠିଲା, ତାହାର ସଙ୍ଗୀ।