Ecclesiastes 4:16 — Compare Translations
5 translations compared side by side
Odia - 1840
"ଅସଂଖ୍ଯ ଲୋକ ଉତ୍ତରାଧିକାରୀଙ୍କୁ ଅନୁସରଣ କରିବେ ଏବଂ ଯେଉଁ ଲୋକମାନେ ପ ରେ ଆସିବେ ସମାନେେ ସହେି ପ୍ରଥମ ଜ୍ଞାନୀ ୟୁବକକୁ ପ୍ରଶଂସା କରିବେ ନାହିଁ। ଏହା ମଧ୍ଯ ଅସାର ଓ ପବନର ପଶ୍ଚାତ୍ ଗମନ କଲା ପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯେଉଁମାନଙ୍କର ଅଧ୍ୟକ୍ଷ ହେଲା, ସେହି ଲୋକମାନେ ଅସଂଖ୍ୟ; ତଥାପି ଉତ୍ତରକାଳୀନ ଲୋକମାନେ ତାହାଠାରେ ଆନନ୍ଦ କରିବେ ନାହିଁ । ନିଶ୍ଚୟ ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ଅସଂଖ୍ୟ ଲୋକ ଉତ୍ତରାଧିକାରୀଙ୍କୁ ଅନୁସରଣ କରିବେ ଏବଂ ଯେଉଁ ଲୋକମାନେ ପରେ ଆସିବେ ସେମାନେ ସେହି ପ୍ରଥମ ଜ୍ଞାନୀ ଯୁବକକୁ ପ୍ରଶଂସା କରିବେ ନାହିଁ। ଏହା ମଧ୍ୟ ଅସାର ଓ ପବନର ପଶ୍ଚାତ୍ଗମନ କଲା ପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯେଉଁମାନଙ୍କର ଅଧ୍ୟକ୍ଷ ହେଲା, ସେହି ଲୋକମାନେ ଅସଂଖ୍ୟ; ତଥାପି ଉତ୍ତରକାଳୀନ ଲୋକମାନେ ତାହାଠାରେ ଆନନ୍ଦ କରିବେ ନାହିଁ। ନିଶ୍ଚୟ ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।
Odia IRV 2017 (ଓଡିଆ ବାଇବେଲ)
ସେ ଯେଉଁମାନଙ୍କର ଅଧ୍ୟକ୍ଷ ହେଲା, ସେହି ଲୋକମାନେ ଅସଂଖ୍ୟ; ତଥାପି ଉତ୍ତରକାଳୀନ ଲୋକମାନେ ତାହାଠାରେ ଆନନ୍ଦ କରିବେ ନାହିଁ। ନିଶ୍ଚୟ ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।