Ecclesiastes 4:2 — Compare Translations

5 translations compared side by side

Odia - 1840
"ମୁଁ ନିଷ୍ପତ୍ତି ନଲେି, ଯେ ଜୀବିତ ଲୋକମାନଙ୍କ ଅପେକ୍ଷା ମୃତ ଲୋକମାନେ ଅଧିକ ଭାଗ୍ଯବାନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ମୁଁ ବର୍ତ୍ତମାନ ଜୀବିତ ଲୋକମାନଙ୍କ ଅପେକ୍ଷା ଏଥି ପୂର୍ବରୁ ମୃତମାନଙ୍କର ଅଧିକ ପ୍ରଶଂସା କଲି;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ନିଷ୍ପତ୍ତି ନେଲି, ଯେ ଜୀବିତ ଲୋକମାନଙ୍କ ଅପେକ୍ଷା ମୃତ ଲୋକମାନେ ଅଧିକ ଭାଗ୍ୟବାନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ମୁଁ ବର୍ତ୍ତମାନ ଜୀବିତ ଲୋକମାନଙ୍କ ଅପେକ୍ଷା ଏଥି ପୂର୍ବରୁ ମୃତମାନଙ୍କର ଅଧିକ ପ୍ରଶଂସା କଲି;
Odia IRV 2017 (ଓଡିଆ ବାଇବେଲ)
ଏହେତୁ ମୁଁ ବର୍ତ୍ତମାନ ଜୀବିତ ଲୋକମାନଙ୍କ ଅପେକ୍ଷା ଏଥି ପୂର୍ବରୁ ମୃତମାନଙ୍କର ଅଧିକ ପ୍ରଶଂସା କଲି;