Ecclesiastes 4:3 — Compare Translations
5 translations compared side by side
Odia - 1840
"ଏବଂ ୟିଏ ଆଜି ପର୍ୟ୍ଯନ୍ତ ଜନ୍ମ ହାଇନୋହିଁ, ସେ ଅନ୍ୟତର ସମାନଙ୍କେଠାରୁ ଭଲ ରେ ଅଛି, ଯେ ହତେୁ ସେ ସୂର୍ୟ୍ଯତଳେ ଯେଉଁ ସମସ୍ତ ଅମଙ୍ଗଳ ଘଟିଛି, ତାହା ଦେଖି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁ ଲୋକ ଆଜି ପର୍ଯ୍ୟନ୍ତ ଜନ୍ମି ନାହିଁ ଓ ସୂର୍ଯ୍ୟ ତଳେ କୃତ ମନ୍ଦ କର୍ମ ଦେଖି ନାହିଁ, ତାହାକୁ ମୁଁ ସେହି ଉଭୟଙ୍କ ଅପେକ୍ଷା ଅଧିକ ଉତ୍ତମ ଜ୍ଞାନ କଲି ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଯିଏ ଆଜି ପର୍ଯ୍ୟନ୍ତ ଜନ୍ମ ହୋଇ ନାହିଁ, ସେ ଅନ୍ୟତର ସେମାନଙ୍କଠାରୁ ଭଲରେ ଅଛି, ଯେହେତୁ ସେ ସୂର୍ଯ୍ୟତଳେ ଯେଉଁ ସମସ୍ତ ଅମଙ୍ଗଳ ଘଟିଛି, ତାହା ଦେଖି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁ ଲୋକ ଆଜି ପର୍ଯ୍ୟନ୍ତ ଜନ୍ମି ନାହିଁ ଓ ସୂର୍ଯ୍ୟ ତଳେ କୃତ ମନ୍ଦ କର୍ମ ଦେଖି ନାହିଁ, ତାହାକୁ ମୁଁ ସେହି ଉଭୟଙ୍କ ଅପେକ୍ଷା ଅଧିକ ଉତ୍ତମ ଜ୍ଞାନ କଲି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେଉଁ ଲୋକ ଆଜି ପର୍ଯ୍ୟନ୍ତ ଜନ୍ମି ନାହିଁ ଓ ସୂର୍ଯ୍ୟ ତଳେ କୃତ ମନ୍ଦ କର୍ମ ଦେଖି ନାହିଁ, ତାହାକୁ ମୁଁ ସେହି ଉଭୟଙ୍କ ଅପେକ୍ଷା ଅଧିକ ଉତ୍ତମ ଜ୍ଞାନ କଲି।