Ecclesiastes 4:5 — Compare Translations

5 translations compared side by side

Odia - 1840
"କିଛି ଲୋକ କହନ୍ତି, ମୂର୍ଖମାନେ ହସ୍ତ ବାନ୍ଧି ବସନ୍ତି। ଯଦି ତୁମ୍ଭେ ପରିଶ୍ରମ ନ କର, ତବେେ ତୁମ୍କେ ଉପବାସ ରେ ମୃତ୍ଯୁ ଭୋଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୂର୍ଖ ଆପଣା ହସ୍ତ ଏକତ୍ର ମୁଠା କରି ଆପଣା ମାଂସ ଭୋଜନ କରେ ।
Odia Bible ERV 2004 (ପବିତ୍ର ବାଇବଲ)
କିଛି ଲୋକ କହନ୍ତି, “ମୂର୍ଖମାନେ ହସ୍ତ ବାନ୍ଧି ବସନ୍ତି। ଯଦି ତୁମ୍ଭେ ପରିଶ୍ରମ ନ କର, ତେବେ ତୁମେ ଉପବାସରେ ମୃତ୍ୟୁ ଭୋଗ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୂର୍ଖ ଆପଣା ହସ୍ତ ଏକତ୍ର ମୁଠା କରି ଆପଣା ମାଂସ ଭୋଜନ କରେ।
Odia IRV 2017 (ଓଡିଆ ବାଇବେଲ)
ମୂର୍ଖ ଆପଣା ହସ୍ତ ଏକତ୍ର ମୁଠା କରି ଆପଣା ମାଂସ ଭୋଜନ କରେ।