Ecclesiastes 4:6 — Compare Translations
5 translations compared side by side
Odia - 1840
"ସଂଘର୍ଷ କରି ଦୁଇହାତ ପୂର୍ଣ୍ଣ କର। ପବନକୁ ଧରିବାକୁ ଚେଷ୍ଟା କରିବାଠାରୁ ମନର ଶାନ୍ତି, ସୁଖ ପାଇଁ ଗୋଟିଏ ହାତ ମୁଠି ଭଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରିଶ୍ରମ ଓ ବାୟୁର ପଶ୍ଚାଦ୍ଧାବନ ସହିତ ଦୁଇ ମୁଠି ଅପେକ୍ଷା ଶାନ୍ତି ସହିତ ଏକ ମୁଠି ଭଲ ।
Odia Bible ERV 2004 (ପବିତ୍ର ବାଇବଲ)
ସଂଘର୍ଷ କରି ଦୁଇ ହାତ ପୂର୍ଣ୍ଣକର। ପବନକୁ ଧରିବାକୁ ଚେଷ୍ଟା କରିବାଠାରୁ ମନର ଶାନ୍ତି, ସୁଖ ପାଇଁ ଗୋଟିଏ ହାତ ମୁଠି ଭଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରିଶ୍ରମ ଓ ବାୟୁର ପଶ୍ଚାଦ୍ଧାବନ ସହିତ ଦୁଇ ମୁଠି ଅପେକ୍ଷା ଶାନ୍ତି ସହିତ ଏକ ମୁଠି ଭଲ।
Odia IRV 2017 (ଓଡିଆ ବାଇବେଲ)
ପରିଶ୍ରମ ଓ ବାୟୁର ପଶ୍ଚାଦ୍ଧାବନ ସହିତ ଦୁଇ ମୁଠି ଅପେକ୍ଷା ଶାନ୍ତି ସହିତ ଏକ ମୁଠି ଭଲ।