Ecclesiastes 4:7 — Compare Translations
5 translations compared side by side
Odia - 1840
"ଏହାପ ରେ ମୁଁ ପୁନରାଯ ସୂର୍ୟ୍ଯ ତଳେ ଅସାର ଦେଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୁଁ ଫେରି ସୂର୍ଯ୍ୟ ତଳେ ଅସାରତା ଦେଖିଲି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୁଁ ପୁନ୍ନରାୟ ସୂର୍ଯ୍ୟ ତଳେ ଅସାର ଦେଖିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୁଁ ଫେରି ସୂର୍ଯ୍ୟ ତଳେ ଅସାରତା ଦେଖିଲି।
Odia IRV 2017 (ଓଡିଆ ବାଇବେଲ)
ତେବେ ମୁଁ ଫେରି ସୂର୍ଯ୍ୟ ତଳେ ଅସାରତା ଦେଖିଲି।