Ecclesiastes 4:8 — Compare Translations
5 translations compared side by side
Odia - 1840
"ଯଦି କୌଣସି ଲୋକ ଏକାକି ଥାଏ ଓ ତାହାର ଦ୍ବିତୀୟ କହେି ନାହିଁ, ତା'ର ପୁତ୍ର ଏବଂ ଭ୍ରାତା କହେି ନାହିଁ। ତଥାପି ତାହାର ପରିଶ୍ରମର ସୀମା ନାହିଁ, ତା'ର ଚକ୍ଷୁ କିଅବା ତା'ର ଧନ ରେ ତୃପ୍ତ ନୁହେଁ। କିନ୍ତୁ ସେ ନିଜକୁ ପଚା ରେ ନାହିଁ ଯେ, କାହିଁକି ମୁଁ ଏତେ କଠିନ କାର୍ୟ୍ଯ କରୁଛି? କାହିଁକି ମୁଁ ମାରେ ଜୀବନକୁ ଉପ ଭୋଗ କରିବି ନାହିଁ? ଏହା ମଧ୍ଯ ଅସାର ଓ ଅତ୍ଯନ୍ତ କ୍ଲେଶ ଜନକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ଵିତୀୟ କେହି ନାହିଁ; କିଅବା ତାହାର ପୁତ୍ର କି ଭ୍ରାତା ନାହିଁ; ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ, ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ । ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛିମ? ଏହା ହିଁ ଅସାର ଓ ଅତ୍ୟ; କ୍ଳେଶଜନକ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ଲୋକ ଏକାକି ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ, ତା’ର ପୁତ୍ର ଏବଂ ଭ୍ରାତା କେହି ନାହିଁ। ତଥାପି ତାହାର ପରିଶ୍ରମର ସୀମା ନାହିଁ, ତା’ର ଚକ୍ଷୁ କିଅବା ତା’ର ଧନରେ ତୃପ୍ତ ନୁହେଁ। କିନ୍ତୁ ସେ ନିଜକୁ ପଗ୍ଭରେ ନାହିଁ ଯେ, “କାହିଁକି ମୁଁ ଏତେ କଠିନ କାର୍ଯ୍ୟ କରୁଛି? କାହିଁକି ମୁଁ ମୋର ଜୀବନକୁ ଉପଭୋଗ କରିବି ନାହିଁ?” ଏହା ମଧ୍ୟ ଅସାର ଓ ଅତ୍ୟନ୍ତ କ୍ଳେଶ ଜନକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ; କିଅବା ତାହାର ପୁତ୍ର କି ଭ୍ରାତା ନାହିଁ; ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ, ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ। ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛି? ଏହା ହିଁ ଅସାର ଓ ଅତ୍ୟନ୍ତ କ୍ଲେଶଜନକ।
Odia IRV 2017 (ଓଡିଆ ବାଇବେଲ)