Ecclesiastes 4:9 — Compare Translations

5 translations compared side by side

Odia - 1840
"ଏକ ଜଣରୁ ଦୁଇଜଣ ଭଲ। କାରଣ ସମାନେେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ ଜଣରୁ ଦୁଇ ଜଣ ଭଲ, କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ବନ୍ଧୁ ଓ ପରିବାର ଶକ୍ତି ଯୋଗାନ୍ତି ଏକ ଜଣରୁ ଦୁଇଜଣ ଭଲ। କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକ ଜଣରୁ ଦୁଇ ଜଣ ଭଲ, କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏକ ଜଣରୁ ଦୁଇ ଜଣ ଭଲ, କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି।