Ecclesiastes 5:1 — Compare Translations

5 translations compared side by side

Odia - 1840
"ଯେତବେେଳେ ତୁମ୍ଭମାନେେ ପରମେଶ୍ବରଙ୍କୁ ଉପାସନା କରିବାକୁ ୟାଅ, ବହୁତ ସାବଧାନ ହୁଅ। ମୂର୍ଖମାନଙ୍କ ପରି ବଳିଦବୋ ଅପେକ୍ଷା ପରମେଶ୍ବରଙ୍କୁ ମାନିବା ଅଧିକ ଉତ୍ତମ। ମୂର୍ଖମାନେ ଜାଣନ୍ତି ମଧ୍ଯ ନାହିଁ, ଯେତବେେଳେ ସମାନେେ ମନ୍ଦକର୍ମ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ପରମେଶ୍ଵରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳିଣଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତିଜ୍ଞା କରିବା ସମୟରେ ସାବଧାନତା ଯେତେବେଳେ ତୁମ୍ଭେମାନେ ପରମେଶ୍ୱରଙ୍କୁ ଉପାସନା କରିବାକୁ ଯାଅ, ବହୁତ ସାବଧାନ ହୁଅ। ମୂର୍ଖମାନଙ୍କ ପରି ବଳିଦେବା ଅପେକ୍ଷା ପରମେଶ୍ୱରଙ୍କୁ ମାନିବା ଅଧିକ ଉତ୍ତମ। ମୂର୍ଖମାନେ ଜାଣନ୍ତି ମଧ୍ୟ ନାହିଁ, ଯେତେବେଳେ ସେମାନେ ମନ୍ଦକର୍ମ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ପରମେଶ୍ୱରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳି ଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ପରମେଶ୍ୱରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳି ଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ।