Ecclesiastes 5:10 — Compare Translations

5 translations compared side by side

Odia - 1840
"ସମ୍ପତ୍ତି ସୁଖ କିଣିପା ରେ ନାହିଁ। ଯେଉଁ ଲୋକ ଟଙ୍କାକୁ ଭଲପାଏ ସେ କବେେ ତା'ର ନିକଟରେ ଥିବା ଟଙ୍କା ରେ ସନ୍ତୁଷ୍ଟ ହବେ ନାହିଁ। ଯେଉଁ ଲୋକ ସମ୍ପତ୍ତିକୁ ଭଲ ପାଏ। ସେ ଯେତେ ସତ୍ତିର ଅଧିକାରୀ ହେଲେ ମଧ୍ଯ ସେ ସନ୍ତୁଷ୍ଟ ହବେ ନାହିଁ, ଏହା ମଧ୍ଯ ଅସାର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ; କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ; ଏହା ହିଁ ଅସାର ।
Odia Bible ERV 2004 (ପବିତ୍ର ବାଇବଲ)
ସମ୍ପତ୍ତି ସୁଖ କିଣି ପାରିବ ନାହିଁ ସମ୍ପତ୍ତି ସୁଖ କିଣିପାରେ ନାହିଁ। ଯେଉଁ ଲୋକ ଟଙ୍କାକୁ ଭଲପାଏ ସେ କେବେ ତା’ର ନିକଟରେ ଥିବା ଟଙ୍କାରେ ସନ୍ତୁଷ୍ଟ ହେବ ନାହିଁ। ଯେଉଁ ଲୋକ ସମ୍ପତ୍ତିକୁ ଭଲ ପାଏ। ସେ ଯେତେ ସମ୍ପତ୍ତିର ଅଧିକାରୀ ହେଲେ ମଧ୍ୟ ସେ ସନ୍ତୁଷ୍ଟ ହେବ ନାହିଁ, ଏହା ମଧ୍ୟ ଅସାର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ; କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ; ଏହା ହିଁ ଅସାର।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ; କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ; ଏହା ହିଁ ଅସାର।