Ecclesiastes 5:12 — Compare Translations
5 translations compared side by side
Odia - 1840
"ଶ୍ରମଜିବୀ ଲୋକେ ଅଳ୍ପ ବା ବହୁତ ଖାଇଲେ ହେଁ ତାହାର ନିଦ୍ରା ସୁଖକର ହୁଏ, ମାତ୍ର ଧନବାନର ପୂର୍ଣ୍ଣତା ତାହାକୁ ନିଦ୍ରା ୟିବାକୁ ଦବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶ୍ରମଜୀବୀ ଲୋକ ଅଳ୍ପ ବା ବହୁତ ଖାଇଲେ ହେଁ ତାହାର ନିଦ୍ରା ସୁଖକର ହୁଏ; ମାତ୍ର ଧନବାନର ପୂର୍ଣ୍ଣତା ତାହାକୁ ନିଦ୍ରା ଯିବାକୁ ଦେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଶ୍ରମଜିବୀ ଲୋକେ ଅଳ୍ପ ବା ବହୁତ ଖାଇଲେ ହେଁ ତାହାର ନିଦ୍ରା ସୁଖକର ହୁଏ, ମାତ୍ର ଧନବାନର ପୂର୍ଣ୍ଣତା ତାହାକୁ ନିଦ୍ରା ଯିବାକୁ ଦେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶ୍ରମଜୀବୀ ଲୋକ ଅଳ୍ପ ବା ବହୁତ ଖାଇଲେ ହେଁ ତାହାର ନିଦ୍ରା ସୁଖକର ହୁଏ; ମାତ୍ର ଧନବାନର ପୂର୍ଣ୍ଣତା ତାହାକୁ ନିଦ୍ରା ଯିବାକୁ ଦେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଶ୍ରମଜୀବୀ ଲୋକ ଅଳ୍ପ ବା ବହୁତ ଖାଇଲେ ହେଁ ତାହାର ନିଦ୍ରା ସୁଖକର ହୁଏ; ମାତ୍ର ଧନବାନର ପୂର୍ଣ୍ଣତା ତାହାକୁ ନିଦ୍ରା ଯିବାକୁ ଦେବ ନାହିଁ।