Ecclesiastes 5:13 — Compare Translations

5 translations compared side by side

Odia - 1840
"ମୁଁ ଏହା ଦେଖିଛି ଯେ ଏହା ଏକ ଅତ୍ଯନ୍ତ ଦୁଃଖର ବିଷଯ ଯାହା ଜୀବନ ରେ ଘଟିଛି। ମନୁଷ୍ଯମାନେ ସମାନଙ୍କେର ପାଇଁ ଅର୍ଥ ଜମା ରଖନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧନାଧିକାରୀ ଦ୍ଵାରା ଆପଣା ଅମଙ୍ଗଳ ନିମନ୍ତେ ଧନ ରକ୍ଷିତ ହୁଏ, ଏହି ଏକ ବ୍ୟାଧି ସ୍ଵରୂପ ଅନିଷ୍ଟ ମୁଁ ସୂର୍ଯ୍ୟ ତଳେ ଦେଖିଅଛି;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏହା ଦେଖିଛି ଯେ ଏହା ଏକ ଅତ୍ୟନ୍ତ ଦୁଃଖର ବିଷୟ ଯାହା ଜୀବନରେ ଘଟିଛି। ମନୁଷ୍ୟମାନେ ସେମାନଙ୍କର ପାଇଁ ଅର୍ଥ ଜମା ରଖନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧନ ଅଧିକାରୀ ଦ୍ୱାରା ଆପଣା ଅମଙ୍ଗଳ ନିମନ୍ତେ ଧନ ରକ୍ଷିତ ହୁଏ, ଏହି ଏକ ବ୍ୟାଧି ସ୍ୱରୂପ ଅନିଷ୍ଟ ମୁଁ ସୂର୍ଯ୍ୟ ତଳେ ଦେଖିଅଛି;
Odia IRV 2017 (ଓଡିଆ ବାଇବେଲ)
ଧନ ଅଧିକାରୀ ଦ୍ୱାରା ଆପଣା ଅମଙ୍ଗଳ ନିମନ୍ତେ ଧନ ରକ୍ଷିତ ହୁଏ, ଏହି ଏକ ବ୍ୟାଧି ସ୍ୱରୂପ ଅନିଷ୍ଟ ମୁଁ ସୂର୍ଯ୍ୟ ତଳେ ଦେଖିଅଛି;