Ecclesiastes 5:14 — Compare Translations
5 translations compared side by side
Odia - 1840
"ଦୁର୍ଘଟଣା ବଶତଃ ସହେିସବୁ ଧନ କ୍ଷଯ ପାଏ। ଯେତବେେଳେ ତା'ର ପୁତ୍ର ଜନ୍ମ ହୁଏ, ତାକୁ ଦବୋପାଇଁ ତା'ର କିଛି ନ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଦୁର୍ଘଟଣା ଦ୍ଵାରା ସେହିସବୁ ଧନ କ୍ଷୟ ପାଏ; ପୁଣି, ସେ ପୁତ୍ର ଜାତ କଲେ, ତାହା ହସ୍ତରେ କିଛି ନ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁର୍ଘଟଣା ବଶତଃ ସେହିସବୁ ଧନ କ୍ଷୟ ପାଏ। ଯେତେବେଳେ ତା’ର ପୁତ୍ର ଜନ୍ମ ହୁଏ, ତାକୁ ଦେବା ପାଇଁ ତା’ର କିଛି ନ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଦୁର୍ଘଟଣା ଦ୍ୱାରା ସେହି ସବୁ ଧନ କ୍ଷୟ ପାଏ; ପୁଣି, ସେ ପୁତ୍ର ଜାତ କଲେ, ତାହା ହସ୍ତରେ କିଛି ନ ଥାଏ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଦୁର୍ଘଟଣା ଦ୍ୱାରା ସେହିସବୁ ଧନ କ୍ଷୟ ପାଏ; ପୁଣି, ସେ ପୁତ୍ର ଜାତ କଲେ, ତାହା ହସ୍ତରେ କିଛି ନ ଥାଏ।