Ecclesiastes 5:15 — Compare Translations
5 translations compared side by side
Odia - 1840
"ସେ ଆପଣା ମାତୃ ଗର୍ଭରୁ ଯେପରି ଆସିଥିଲା, ସପରେି ଉଲଗ୍ନ ହାଇେ ଫରେିୟିବ। ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ବହସ୍ତ ରେ ଯାହା ନଇୟୋଇ ପାରିବ ନାହିଁ, ଏପରି କିଛି ସଙ୍ଗେ ନବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ଵହସ୍ତରେ ଯାହା ବହି ନେଇ ପାରିବ, ଏପରି କିଛି ସଙ୍ଗେ ନେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଆପଣା ମାତୃ ଗର୍ଭରୁ ଯେପରି ଆସିଥିଲା, ସେପରି ଉଲଗ୍ନ ହୋଇ ଫେରିଯିବ। ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ନେଇଯାଇ ପାରିବ ନାହିଁ, ଏପରି କିଛି ସଙ୍ଗେ ନେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ବହି ନେଇ ପାରିବ, ଏପରି କିଛି ସଙ୍ଗେ ନେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ବହି ନେଇ ପାରିବ, ଏପରି କିଛି ସଙ୍ଗେ ନେବ ନାହିଁ।