Ecclesiastes 5:17 — Compare Translations
5 translations compared side by side
Odia - 1840
"ସେ ବିଷାଦ ରେ ତା'ର ଜୀବନ କଟାଇ ଦିଏ। ପୁଣି ସେ ଅତିଶଯ ବିରକ୍ତ ହୁଏ। ଆଉ ପିଡ଼ୀତ ଓ କ୍ରୋଧିତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ଯାବଜ୍ଜୀବନ ଅନ୍ଧକାରରେ ଆହାର କରେ, ପୁଣି ସେ ଅତିଶୟ ବିରକ୍ତ ହୁଏ, ଆଉ ତାହାକୁ ପୀଡ଼ା ଓ କୋପ ଘଟେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ବିଷାଦରେ ତା’ର ଜୀବନ କଟାଇ ଦିଏ। ପୁଣି ସେ ଅତିଶୟ ବିରକ୍ତ ହୁଏ। ଆଉ ପିଡ଼ୀତ ଓ କ୍ରୋଧିତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ଯାବଜ୍ଜୀବନ ଅନ୍ଧକାରରେ ଆହାର କରେ, ପୁଣି ସେ ଅତିଶୟ ବିରକ୍ତ ହୁଏ, ଆଉ ତାହାକୁ ପୀଡ଼ା ଓ କୋପ ଘଟେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ଯାବଜ୍ଜୀବନ ଅନ୍ଧକାରରେ ଆହାର କରେ, ପୁଣି ସେ ଅତିଶୟ ବିରକ୍ତ ହୁଏ, ଆଉ ତାହାକୁ ପୀଡ଼ା ଓ କୋପ ଘଟେ।