Ecclesiastes 5:18 — Compare Translations

5 translations compared side by side

Odia - 1840
"ମୁଁ ଦେଖିଛି ଯେ, ଏହି ସର୍ବୋତ୍ତମ ଜଣେ ବ୍ଯକ୍ତି ଏହା କରିପାରିବ। ଏହି ପୃଥିବୀ ରେ ତା'ର ଅଳ୍ପ ଜୀବନ କାଳ ମଧିଅରେ ଜଣେ ବ୍ଯକ୍ତି ଯାହା କାର୍ୟ୍ଯ କରେ, ସେ ଖାଇ ପିଇ ଉପଭୋଗ କରିବା ଉଚିତ୍। ପରମେଶ୍ବର ତାହାଙ୍କୁ ଏହି ଅଳ୍ପକାଳ ଜୀବନ ଦଇେଛନ୍ତି ଏବଂ ତାହାହିଁ ତା'ର ସବୁକିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଭୋଜନପାନ କରିବାର ଓ ପରମେଶ୍ଵରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେ ଯେ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ ।
Odia Bible ERV 2004 (ପବିତ୍ର ବାଇବଲ)
ଜୀବନର କର୍ମରୁ ଆନନ୍ଦ କର ମୁଁ ଦେଖିଛି ଯେ, ଏହି ସର୍ବୋତ୍ତମ ଜଣେ ବ୍ୟକ୍ତି ଏହା କରି ପାରିବ। ଏହି ପୃଥିବୀରେ ତା’ର ଅଳ୍ପ ଜୀବନ କାଳ ମଧ୍ୟରେ ଜଣେ ବ୍ୟକ୍ତି ଯାହା କାର୍ଯ୍ୟ କରେ, ସେ ଖାଇ ପିଇ ଉପଭୋଗ କରିବା ଉଚିତ୍। ପରମେଶ୍ୱର ତାହାଙ୍କୁ ଏହି ଅଳ୍ପକାଳ ଜୀବନ ଦେଇଛନ୍ତି ଏବଂ ତାହା ହିଁ ତା’ର ସବୁକିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଭୋଜନ ଓ ପାନ କରିବାର ଓ ପରମେଶ୍ୱରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ।
Odia IRV 2017 (ଓଡିଆ ବାଇବେଲ)