Ecclesiastes 5:19 — Compare Translations

5 translations compared side by side

Odia - 1840
"ଆହୁରି ପରମେଶ୍ବର କୌଣସି ବ୍ଯକ୍ତିକୁ ଧନସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ ଓ ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମ ରେ ଆନନ୍ଦ କରିବାକୁ କ୍ଷମତା ଦେଲେ। ଏହା ହିଁ ପରମେଶ୍ବରଙ୍କର ଦାନ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ପରମେଶ୍ଵର କୌଣସି ବ୍ୟକ୍ତିକି ଧନ ସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ ଓ ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ, ଏହା ହିଁ ପରମେଶ୍ଵରଙ୍କ ଦାନ ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ପରମେଶ୍ୱର କୌଣସି ବ୍ୟକ୍ତିକୁ ଧନସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ ଓ ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ। ଏହା ହିଁ ପରମେଶ୍ୱରଙ୍କର ଦାନ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ପରମେଶ୍ୱର କୌଣସି ବ୍ୟକ୍ତିଙ୍କୁ ଧନସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ, ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ, ଏହା ହିଁ ପରମେଶ୍ୱରଙ୍କ ଦାନ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ପରମେଶ୍ୱର କୌଣସି ବ୍ୟକ୍ତିଙ୍କୁ ଧନ ସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ, ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ, ଏହା ହିଁ ପରମେଶ୍ୱରଙ୍କ ଦାନ।