Ecclesiastes 5:2 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କଠା ରେ ପ୍ରତିଜ୍ଞା କରିବା ସମୟରେ ସାବଧାନ ହୁଅ। ପରମେଶ୍ବରଙ୍କ ଆଗ ରେ କୌଣସି କଥା କହିବା ପାଇଁ ତୁମ୍ଭର ଚିତ୍ତ ଚଞ୍ଚଳ ନ ହେଉ। କାରଣ ପରମେଶ୍ବର ସ୍ବର୍ଗ ରେ ଅଛନ୍ତି ଓ ତୁମ୍ଭେ ପୃଥିବୀ ରେ ଅଛ। ଏଣୁ ତୁମ୍ଭର କଥା ଅଳ୍ପ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ମୁଖରେ ଅବିବେକୀ ହୁଅ ନାହିଁ ଓ ପରମେଶ୍ଵରଙ୍କ ସାକ୍ଷାତରେ କୌଣସି କଥା କହିବା ପାଇଁ ତୁମ୍ଭର ଚିତ୍ତ ଚଞ୍ଚଳ ନ ହେଉ; କାରଣ ପରମେଶ୍ଵର ସ୍ଵର୍ଗରେ ଅଛନ୍ତି ଓ ତୁମ୍ଭେ ପୃଥିବୀରେ ଅଛ; ଏହେତୁ ତୁମ୍ଭର କଥା ଅଳ୍ପ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କଠାରେ ପ୍ରତିଜ୍ଞା କରିବା ସମୟରେ ସାବଧାନ ହୁଅ। ପରମେଶ୍ୱରଙ୍କ ଆଗରେ କୌଣସି କଥା କହିବା ପାଇଁ ତୁମ୍ଭର ଚିତ୍ତ ଚଞ୍ଚଳ ନ ହେଉ। କାରଣ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି ଓ ତୁମ୍ଭେ ପୃଥିବୀରେ ଅଛ। ଏଣୁ ତୁମ୍ଭର କଥା ଅଳ୍ପ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ମୁଖରେ ଅବିବେକୀ ହୁଅ ନାହିଁ ଓ ପରମେଶ୍ୱରଙ୍କ ସାକ୍ଷାତରେ କୌଣସି କଥା କହିବା ପାଇଁ ତୁମ୍ଭର ଚିତ୍ତ ଚଞ୍ଚଳ ନ ହେଉ; କାରଣ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି ଓ ତୁମ୍ଭେ ପୃଥିବୀରେ ଅଛ; ଏହେତୁ ତୁମ୍ଭେ କଥା କହିବା ପୁର୍ବରୁ ଭଲ ଭାବରେ ଚିନ୍ତା କର।
Odia IRV 2017 (ଓଡିଆ ବାଇବେଲ)