Ecclesiastes 5:20 — Compare Translations
5 translations compared side by side
Odia - 1840
"ସତ୍ଯ ରେ, ଜଣେ ବ୍ଯକ୍ତି ତା'ର ଜୀବନ ବିଷଯ ରେ ବେଶୀ ଚିନ୍ତା କରେ ନାହିଁ, କାରଣ ପରମେଶ୍ବର ତାକୁ ନିଜକୁ ଉପ ଭୋଗ କରିବା ରେ ବ୍ଯସ୍ତ ରଖିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସେ ଆପଣା ପରମାୟୁର ଦିନସବୁ ଅଧିକ ସ୍ମରଣ କରିବ ନାହିଁ; କାରଣ ପରମେଶ୍ଵର ତାହାର ହୃଦୟରେ ଆନନ୍ଦ ଜନ୍ମାଇ ତାହାକୁ ଉତ୍ତର ଦିଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସତ୍ୟରେ, ଜଣେ ବ୍ୟକ୍ତି ତା’ର ଜୀବନ ବିଷୟରେ ବେଶୀ ଚିନ୍ତା କରେ ନାହିଁ, କାରଣ ପରମେଶ୍ୱର ତାକୁ ନିଜକୁ ଉପଭୋଗ କରିବାରେ ବ୍ୟସ୍ତ ରଖିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସେ ଆପଣା ପରମାୟୁର ଦିନସବୁ ଅଧିକ ସ୍ମରଣ କରିବ ନାହିଁ; କାରଣ ପରମେଶ୍ୱର ତାହାର ହୃଦୟରେ ଆନନ୍ଦ ଜନ୍ମାଇ ତାହାକୁ ଉତ୍ତର ଦିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସେ ଆପଣା ପରମାୟୁର ଦିନସବୁ ଅଧିକ ସ୍ମରଣ କରିବ ନାହିଁ; କାରଣ ପରମେଶ୍ୱର ତାହାର ହୃଦୟରେ ଆନନ୍ଦ ଜନ୍ମାଇ ତାହାକୁ ଉତ୍ତର ଦିଅନ୍ତି।