Ecclesiastes 5:3 — Compare Translations
5 translations compared side by side
Odia - 1840
"ବହୁତ ଦୁଃଖରୁ ଅନକେ ଦୁସ୍ବପ୍ନ ଆ ସେ ଏବଂ ଜଣେ ମୂର୍ଖ ବହୁତ କ ହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ କାର୍ଯ୍ୟର ବାହୁଲ୍ୟରେ ସ୍ଵପ୍ନ ହୁଏ; ପୁଣି ବାକ୍ୟର ବାହୁଲ୍ୟରେ ମୂର୍ଖର ରବ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ବହୁତ ଦୁଃଖରୁ ଅନେକ ଦୁସ୍ୱପ୍ନ ଆସେ, ଏବଂ ଜଣେ ମୂର୍ଖ ବହୁତ କହେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ କାର୍ଯ୍ୟର ବାହୁଲ୍ୟରେ ସ୍ୱପ୍ନ ହୁଏ; ପୁଣି ବାକ୍ୟର ବାହୁଲ୍ୟରେ ମୂର୍ଖର ରବ ହୁଏ।
Odia IRV 2017 (ଓଡିଆ ବାଇବେଲ)
କାରଣ କାର୍ଯ୍ୟର ବାହୁଲ୍ୟରେ ସ୍ୱପ୍ନ ହୁଏ; ପୁଣି ବାକ୍ୟର ବାହୁଲ୍ୟରେ ମୂର୍ଖର ରବ ହୁଏ।