Ecclesiastes 5:6 — Compare Translations

5 translations compared side by side

Odia - 1840
"ତୁମ୍ଭ ମୁଖକୁ ତୁମ୍ଭ ପାଇଁ ପାପର କାରଣ ହବୋକୁ ଦିଅ ନାହିଁ, କିଅବା ଏହା ଭୁଲ୍ ହେଲା ବୋଲି ଦୃଢ଼ ସାକ୍ଷାତ ରେ କୁହ ନାହିଁ। ପରମେଶ୍ବର ତୁମ୍ଭ ଉପ ରେ କାହିଁକି କୋରଧ ହବେେ ଓ ତୁମ୍ଭର କଠିନ ପରିଶ୍ରମକୁ ବିନାଶ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଶରୀରକୁ ପାପ କରାଇବା ପାଇଁ ତୁମ୍ଭ ମୁଖକୁ ଦିଅ ନାହିଁ; କିଅବା ଏହା ଭ୍ରମ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ; କାହିଁକି ପରମେଶ୍ଵର ତୁମ୍ଭ ରବରେ କ୍ରୁଦ୍ଧ ହୋଇ ତୁମ୍ଭ ହସ୍ତର କାର୍ଯ୍ୟ ବିନାଶ କରିବେ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ମୁଖକୁ ତୁମ୍ଭ ପାଇଁ ପାପର କାରଣ ହେବାକୁ ଦିଅ ନାହିଁ, କିଅବା ଏହା ଭୁଲ୍ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ। ପରମେଶ୍ୱର ତୁମ୍ଭ ଉପରେ କାହିଁକି କ୍ରୋଧ ହେବେ ଓ ତୁମ୍ଭର କଠିନ ପରିଶ୍ରମକୁ ବିନାଶ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଶରୀରକୁ ପାପ କରାଇବା ପାଇଁ ତୁମ୍ଭ ମୁଖକୁ ଦିଅ ନାହିଁ; କିଅବା ଏହା ଭୁଲବଶତଃ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ; କାହିଁକି ପରମେଶ୍ୱର ତୁମ୍ଭ ରବରେ କ୍ରୁଦ୍ଧ ହୋଇ ତୁମ୍ଭ ହସ୍ତର କାର୍ଯ୍ୟ ବିନାଶ କରିବେ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଶରୀରକୁ ପାପ କରାଇବା ପାଇଁ ତୁମ୍ଭ ମୁଖକୁ ଦିଅ ନାହିଁ; କିଅବା ଏହା ଭୁଲବଶତଃ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ; କାହିଁକି ପରମେଶ୍ୱର ତୁମ୍ଭ ରବରେ କ୍ରୁଦ୍ଧ ହୋଇ ତୁମ୍ଭ ହସ୍ତର କାର୍ଯ୍ୟ ବିନାଶ କରିବେ?