Ecclesiastes 5:7 — Compare Translations
5 translations compared side by side
Odia - 1840
"ଅନକେ ଫାମ୍ପା ସ୍ବପ୍ନ ଏବଂ ଅନକେ ବାଚାଳତା ଯୋଗୁଁ ଏସବୁ ଘଟେ। ମାତ୍ର ତୁମ୍ଭେ ପରମେଶ୍ବରଙ୍କୁ ନିଶ୍ଚଯ ଭୟ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସ୍ଵପ୍ନ ଓ ଅସାରତାର ବାହୁଲ୍ୟ ଓ ବହୁ ବାକ୍ୟ ଦ୍ଵାରା ଏରୂପ ଘଟେ; ମାତ୍ର ତୁମ୍ଭେ ପରମେଶ୍ଵରଙ୍କୁ ଭୟ କର ।
Odia Bible ERV 2004 (ପବିତ୍ର ବାଇବଲ)
ଅନେକ ଫାମ୍ପା ସ୍ୱପ୍ନ ଏବଂ ଅନେକ ବାଗ୍ଭଳତା ଯୋଗୁଁ ଏସବୁ ଘଟେ। ମାତ୍ର ତୁମ୍ଭେ ପରମେଶ୍ୱରଙ୍କୁ ନିଶ୍ଚୟ ଭୟ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସ୍ୱପ୍ନ ଓ ଅସାରତାର ବାହୁଲ୍ୟ ଓ ବହୁ ବାକ୍ୟ ଦ୍ୱାରା ଏହିପରି ଘଟେ; ମାତ୍ର ତୁମ୍ଭେ ପରମେଶ୍ୱରଙ୍କୁ ଭୟ କର।
Odia IRV 2017 (ଓଡିଆ ବାଇବେଲ)
କାରଣ ସ୍ୱପ୍ନ ଓ ଅସାରତାର ବାହୁଲ୍ୟ ଓ ବହୁ ବାକ୍ୟ ଦ୍ୱାରା ଏହିପରି ଘଟେ; ମାତ୍ର ତୁମ୍ଭେ ପରମେଶ୍ୱରଙ୍କୁ ଭୟ କର।