Ecclesiastes 5:8 — Compare Translations

5 translations compared side by side

Odia - 1840
"କେତକେ ଦେଶ ରେ ଯଦି ତୁମ୍ଭମାନେେ ଦେଖ ଯେ, ଲୋକମାନେ ଅତ୍ଯାଚାର କଲେ ଓ ନ୍ଯାଯ ବିଚାରକୁ ଅସ୍ବୀକାର କଲେ, ଏଥି ରେ ଆଶ୍ଚର୍ୟ୍ଯ ହୁଅ ନାହିଁ! ଅଧିକାରୀଗଣ ଯେଉଁମାନେ ଲୋକମାନଙ୍କୁ ଅତ୍ଯାଚାର କରନ୍ତି, ସମାନଙ୍କେ ଉପ ରେ ଅନ୍ୟ ଅଧିକାରୀଗଣ ଅଛନ୍ତି। ଉଭୟ ଅଧିକାରୀଙ୍କ ଉପ ରେ ଅନ୍ୟଜଣେ ଅଧିକାରୀ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଶାସନକର୍ତ୍ତାଙ୍କର ଏକ ଶାସକ ଥାଏ କେତେକ ଦେଶରେ ଯଦି ତୁମ୍ଭେମାନେ ଦେଖ ଯେ, ଲୋକମାନେ ଅତ୍ୟାଗ୍ଭର କଲେ ଓ ନ୍ୟାୟ ବିଗ୍ଭରକୁ ଅସ୍ୱୀକାର କଲେ, ଏଥିରେ ଆଶ୍ଚର୍ଯ୍ୟ ହୁଅ ନାହିଁ! ଅଧିକାରୀଗଣ ଯେଉଁମାନେ ଲୋକମାନଙ୍କୁ ଅତ୍ୟାଗ୍ଭର କରନ୍ତି, ସେମାନଙ୍କ ଉପରେ ଅନ୍ୟ ଅଧିକାରୀଗଣ ଅଛନ୍ତି। ଉଭୟ ଅଧିକାରୀଙ୍କ ଉପରେ ଅନ୍ୟଜଣେ ଅଧିକାରୀ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି।