Ecclesiastes 5:9 — Compare Translations
5 translations compared side by side
Odia - 1840
"ଏହିସବୁ ପଛ ରେ ଭୂମିରୁ ପାଇଥିବା ଲାଭ ଅଛି। ଏପରିକି କ୍ଷେତ୍ର ଦ୍ବାରା ରାଜା ମଧ୍ଯ ସବେିତ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ପୃଥିବୀର ଫଳ ସମସ୍ତଙ୍କ ପାଇଁ; କ୍ଷେତ୍ର ଦ୍ଵାରା ରାଜା ଆପେ ସେବିତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିସବୁ ପଛରେ ଭୂମିରୁ ପାଇଥିବା ଲାଭ ଅଛି। ଏପରିକି କ୍ଷେତ୍ର ଦ୍ୱାରା ରାଜା ମଧ୍ୟ ସେବିତ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ପୃଥିବୀର ଫଳ ସମସ୍ତଙ୍କ ନିମନ୍ତେ; କ୍ଷେତ୍ର ଦ୍ୱାରା ରାଜା ଆପେ ସେବିତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ପୃଥିବୀର ଫଳ ସମସ୍ତଙ୍କ ନିମନ୍ତେ; କ୍ଷେତ୍ର ଦ୍ୱାରା ରାଜା ଆପେ ସେବିତ ହୁଅନ୍ତି।