Ecclesiastes 6:10 — Compare Translations
5 translations compared side by side
Odia - 1840
"ଯାହା ହେଉଛି ତାହା ଆଗରୁ ନିର୍ଦ୍ଧାରିତ ହାଇେଅଛି। ଏବଂ ଯେଉଁ ପଥରେ ମନୁଷ୍ଯ ସମାଜ ଚାଲେ ତାହା ପରମେଶ୍ବର ଜାଣନ୍ତି। ଆଉ ୟିଏ ସମାନଙ୍କେଠାରୁ ଶକ୍ତିଶାଳୀ ତାଙ୍କ ସହିତ ୟୁକ୍ତି କରି ସମାନେେ କବେେ ଜିତି ପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହା ହୋଇଅଛି, ଅନେକ କାଳ ହେଲା ତହିଁର ନାମ ଦିଆ ଯାଇଥିଲା, ଆଉ ସେ ମର୍ତ୍ତ୍ୟ ବୋଲି ଜଣା; ପୁଣି, ସେ ଆପଣା ଅପେକ୍ଷା ପରାକ୍ରା; ସଙ୍ଗେ ବିରୋଧ କରି ନ ପାରେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାହା ହେଉଛି ତାହା ଆଗରୁ ନିର୍ଦ୍ଧାରିତ ହୋଇଅଛି। ଏବଂ ଯେଉଁ ପଥରେ ମନୁଷ୍ୟ ସମାଜ ଗ୍ଭଲେ ତାହା ପରମେଶ୍ୱର ଜାଣନ୍ତି। ଆଉ ଯିଏ ସେମାନଙ୍କଠାରୁ ଶକ୍ତିଶାଳୀ ତାଙ୍କ ସହିତ ଯୁକ୍ତି କରି ସେମାନେ କେବେ ଜିତି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହା ହୋଇଅଛି, ଅନେକ କାଳ ହେଲା ତହିଁର ନାମ ଦିଆଯାଇଥିଲା, ଆଉ ସେ ମର୍ତ୍ତ୍ୟ ବୋଲି ଜଣା; ପୁଣି, ସେ ଆପଣା ଅପେକ୍ଷା ପରାକ୍ରାନ୍ତ ସଙ୍ଗେ ବିରୋଧ କରି ନ ପାରେ।
Odia IRV 2017 (ଓଡିଆ ବାଇବେଲ)
ଯାହା ହୋଇଅଛି, ଅନେକ କାଳ ହେଲା ତହିଁର ନାମ ଦିଆ ଯାଇଥିଲା, ଆଉ ସେ ମର୍ତ୍ତ୍ୟ ବୋଲି ଜଣା; ପୁଣି, ସେ ଆପଣା ଅପେକ୍ଷା ପରାକ୍ରାନ୍ତ ସଙ୍ଗେ ବିରୋଧ କରି ନ ପାରେ।