Ecclesiastes 6:12 — Compare Translations
5 translations compared side by side
Odia - 1840
"କିଏ ଜାଣେ ସମାନଙ୍କେ ଏହି କ୍ଷଣସ୍ଥାଯୀ ଜୀବନ ରେ, ମନୁଷ୍ଯ ଅଧିକ ଲାଭକରି କ'ଣ କରିପା ରେ? କାରଣ ସମାନଙ୍କେର ଦିନଗୁଡ଼ିକ ଛାଇ ପରି ଚାଲିୟିବ। କିଏ ଲୋକମାନଙ୍କୁ କହିପାରିବ, ସୂର୍ୟ୍ଯତଳେ ଭବିଷ୍ଯତ ରେ ଏଇ ପୃଥିବୀ ରେ କ'ଣ ହବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମନୁଷ୍ୟ ଛାୟା ତୁଲ୍ୟ ଆପଣାର ଯେଉଁ ଅସାର ଜୀବନର ଦିନସବୁ କ୍ଷେପଣ କରେ, ସେହି ଜୀବନ କାଳରେ ତାହାର ମଙ୍ଗଳ କଅଣ, ଏହା କିଏ ଜାଣେ? ଆଉ, ମନୁଷ୍ୟର ମରଣାନ୍ତେ ସୂର୍ଯ୍ୟ ତଳେ ଯାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ?
Odia Bible ERV 2004 (ପବିତ୍ର ବାଇବଲ)
କିଏ ଜାଣେ ସେମାନଙ୍କ ଏହି କ୍ଷଣସ୍ଥାୟୀ ଜୀବନରେ, ମନୁଷ୍ୟ ଅଧିକ ଲାଭକରି କ’ଣ କରିପାରେ? କାରଣ ସେମାନଙ୍କର ଦିନଗୁଡ଼ିକ ଛାଇ ପରି ଗ୍ଭଲିଯିବ। କିଏ ଲୋକମାନଙ୍କୁ କହିପାରିବ, ସୂର୍ଯ୍ୟତଳେ ଭବିଷ୍ୟତରେ ଏଇ ପୃଥିବୀରେ କ’ଣ ହେବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମନୁଷ୍ୟ ଛାୟା ତୁଲ୍ୟ ଆପଣାର ଯେଉଁ ଅସାର ଜୀବନର ଦିନସବୁ କ୍ଷେପଣ କରେ, ସେହି ଜୀବନ କାଳରେ ତାହାର ମଙ୍ଗଳ କଅଣ, ଏହା କିଏ ଜାଣେ? ଆଉ, ମନୁଷ୍ୟର ମରଣାନ୍ତେ ସୂର୍ଯ୍ୟ ତଳେ ଯାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ?
Odia IRV 2017 (ଓଡିଆ ବାଇବେଲ)