Ecclesiastes 6:2 — Compare Translations

5 translations compared side by side

Odia - 1840
"ପରମେଶ୍ବର କେତକଙ୍କେୁ ଧନ, ସମ୍ପତ୍ତି ଓ ସମ୍ମାନ ଦିଅନ୍ତି, ସହେି ବ୍ଯକ୍ତି ଅନ୍ୟ କିଛି ଆଶା କରିବା ପାଇଁ ତା'ର କିଛି ଅଭାବ ନ ଥାଏ। କିନ୍ତୁ ପରମେଶ୍ବର ସହେି ବ୍ଯକ୍ତିକୁ ଏସବୁ ଉପ ଭୋଗ କରିବା ପାଇଁ ଅନୁମତି ଦିଅନ୍ତି ନାହିଁ। ତା ବଦଳ ରେ ଅନ୍ୟ ଜଣେ ଏହା ଉପ ଭୋଗ କଲେ। ଏହା ଅସାର ଅଟେ ଓ ଏକ ମନ୍ଦ ବ୍ଯାଧି ସ୍ବରୂପ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର କାହାକୁ କାହାକୁ ଏତେ ଧନ, ସମ୍ପତ୍ତି ଓ ସମ୍ଭ୍ରମ ଦିଅନ୍ତି ଯେ, ତାହାର ମନୋବାଞ୍ଛା ପୂର୍ଣ୍ଣ କରିବାକୁ କୌଣସି ବିଷୟର ଅଭାବ ନ ଥାଏ, ତଥାପି ତାହା ଭୋଗ କରିବା ପାଇଁ ପରମେଶ୍ଵର ତାହାକୁ କ୍ଷମତା ଦିଅନ୍ତି ନାହିଁ, ମାତ୍ର ଅପର ଲୋକ ତାହା ଭୋଗ କରେ; ଏହା ଅସାର ଓ ମନ୍ଦ ବ୍ୟାଧି ସ୍ଵରୂପ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କେତେକଙ୍କୁ ଧନ, ସମ୍ପତ୍ତି ଓ ସମ୍ମାନ ଦିଅନ୍ତି, ସେହି ବ୍ୟକ୍ତି ଅନ୍ୟ କିଛି ଆଶା କରିବା ପାଇଁ ତା’ର କିଛି ଅଭାବ ନ ଥାଏ। କିନ୍ତୁ ପରମେଶ୍ୱର ସେହି ବ୍ୟକ୍ତିକୁ ଏସବୁ ଉପଭୋଗ କରିବା ପାଇଁ ଅନୁମତି ଦିଅନ୍ତି ନାହିଁ। ତା ବଦଳରେ ଅନ୍ୟ ଜଣେ ଏହା ଉପଭୋଗ କରେ। ଏହା ଅସାର ଅଟେ ଓ ଏକ ମନ୍ଦ ବ୍ୟାଧି ସ୍ୱରୂପ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର କାହାକୁ କାହାକୁ ଏତେ ଧନ, ସମ୍ପତ୍ତି ଓ ସମ୍ଭ୍ରମ ଦିଅନ୍ତି ଯେ, ତାହାର ମନୋବାଞ୍ଛା ପୂର୍ଣ୍ଣ କରିବାକୁ କୌଣସି ବିଷୟର ଅଭାବ ନ ଥାଏ, ତଥାପି ତାହା ଭୋଗ କରିବା ପାଇଁ ପରମେଶ୍ୱର ତାହାକୁ କ୍ଷମତା ଦିଅନ୍ତି ନାହିଁ, ମାତ୍ର ଅନ୍ୟ ଲୋକ ତାହା ଭୋଗ କରେ; ଏହା ଅସାର ଓ ମନ୍ଦ ବ୍ୟାଧି ସ୍ୱରୂପ।
Odia IRV 2017 (ଓଡିଆ ବାଇବେଲ)