Ecclesiastes 6:5 — Compare Translations
5 translations compared side by side
Odia - 1840
"ସେ ସୂର୍ୟ୍ଯ ଦେଖି ନାହିଁ କି ସେ ବିଷଯ ରେ ଜାଣି ନାହିଁ। ସେ ଲୋକ ଅପେକ୍ଷା ବରଂ ଏ ଶିଶୁଟି ଅଧିକ ବିଶ୍ରାମ ପାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ତାହା ସୂର୍ଯ୍ୟ ଦେଖି ନାହିଁ କି ଜାଣି ନାହିଁ; ସେ ଲୋକ ଅପେକ୍ଷା ବରଞ୍ଚ ଏ ବିଶ୍ରାମ ପାଏ;
Odia Bible ERV 2004 (ପବିତ୍ର ବାଇବଲ)
ସେ ସୂର୍ଯ୍ୟ ଦେଖି ନାହିଁ କି ସେ ବିଷୟରେ ଜାଣି ନାହିଁ। ସେ ଲୋକ ଅପେକ୍ଷା ବରଂ ଏ ଶିଶୁଟି ଅଧିକ ବିଶ୍ରାମ ପାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଏହି ଶିଶୁ ସୂର୍ଯ୍ୟ ଦେଖି ନାହିଁ କି ଜାଣି ନାହିଁ; ତଥାପି ଏହି ମୃତ ଜାତ ଶିଶୁ ସେ ଲୋକ ଅପେକ୍ଷା ଅଧିକ ବିଶ୍ରାମ ପାଏ;
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଏହି ଶିଶୁ ସୂର୍ଯ୍ୟ ଦେଖି ନାହିଁ କି ଜାଣି ନାହିଁ; ତଥାପି ଏହି ମୃତ ଜାତ ଶିଶୁ ସେ ଲୋକ ଅପେକ୍ଷା ଅଧିକ ବିଶ୍ରାମ ପାଏ;