Ecclesiastes 6:7 — Compare Translations
5 translations compared side by side
Odia - 1840
"ମନୁଷ୍ଯ ତା'ର ନିଜ ପଟେ ପାଇଁ ପରିଶ୍ରମ କରେ। କିନ୍ତୁ ସେ ସେଥି ରେ ସନ୍ତୁଷ୍ଟ ହୁଏ ନାହିଁ, କାହିଁକି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟର ସମସ୍ତ ପରିଶ୍ରମ ତାହାର ମୁଖ ନିମନ୍ତେ, ତଥାପି ଭୋଜନର ଆକାଂକ୍ଷା ପୂର୍ଣ୍ଣ ହୁଏ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟ ତା’ର ନିଜ ପେଟ ପାଇଁ ପରିଶ୍ରମ କରେ। କିନ୍ତୁ ସେ ସେଥିରେ ସନ୍ତୁଷ୍ଟ ହୁଏ ନାହିଁ କାହିଁକି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟର ସମସ୍ତ ପରିଶ୍ରମ ତାହାର ମୁଖ ନିମନ୍ତେ, ତଥାପି ଭୋଜନର ଆକାଂକ୍ଷା ପୂର୍ଣ୍ଣ ହୁଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟର ସମସ୍ତ ପରିଶ୍ରମ ତାହାର ମୁଖ ନିମନ୍ତେ, ତଥାପି ଭୋଜନର ଆକାଂକ୍ଷା ପୂର୍ଣ୍ଣ ହୁଏ ନାହିଁ।
Recommended Reading