Ecclesiastes 6:8 — Compare Translations
5 translations compared side by side
Odia - 1840
"ଏହି ପ୍ରକାରର ଜଣେ ଜ୍ଞାନୀ ଜଣେ ମୂର୍ଖଠାରୁ କେଉଁ ଗୁଣ ରେ ଭଲ? ଜଣେ ଗରିବ ଲୋକ ଅନ୍ୟମାନଙ୍କୁ କିପରି ବ୍ଯବହାର କରିବାକୁ ହବେ, ତାହା ଯଦି ଜାଣେ, ଉତ୍ତମତା କଣ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ?
Odia Bible ERV 2004 (ପବିତ୍ର ବାଇବଲ)
ଏହି ପ୍ରକାରର ଜଣେ ଜ୍ଞାନୀ ଜଣେ ମୂର୍ଖଠାରୁ କେଉଁ ଗୁଣରେ ଭଲ? ଜଣେ ଗରିବ ଲୋକ ଅନ୍ୟମାନଙ୍କୁ କିପରି ବ୍ୟବହାର କରିବାକୁ ହେବ, ତାହା ଯଦି ଜାଣେ, ଉତ୍ତମତା କ’ଣ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ?
Odia IRV 2017 (ଓଡିଆ ବାଇବେଲ)
ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ?