Ecclesiastes 6:9 — Compare Translations
5 translations compared side by side
Odia - 1840
"ଏହା ନିତାନ୍ତ ଖୁସିର କଥା ଯେ ତୁମ୍ଭର ଯାହା ଅଛି ଅଧିକ ଆଶା କରିବା ଅପେକ୍ଷା ସେଥି ରେ ସନ୍ତୁଷ୍ଟ ହବୋ ଭଲ। ଏହା ମଧ୍ଯ ଅସାର ଅଟେ। ଏହା ବାଯୁକୁ ଧରିବା ତୁଲ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନର ଲାଳସା ଅପେକ୍ଷା ସାକ୍ଷାତ ଭୋଗ ଭଲ; ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ନିତାନ୍ତ ଖୁସୀର କଥା ଯେ ତୁମ୍ଭର ଯାହା ଅଛି ଅଧିକ ଆଶା କରିବା ଅପେକ୍ଷା ସେଥିରେ ସନ୍ତୁଷ୍ଟ ହେବା ଭଲ। ଏହା ମଧ୍ୟ ଅସାର ଅଟେ। ଏହା ବାୟୁକୁ ଧରିବା ତୁଲ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନର ଲାଳସା ଅପେକ୍ଷା ସାକ୍ଷାତ ଭୋଗ ଭଲ; ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।
Odia IRV 2017 (ଓଡିଆ ବାଇବେଲ)
ମନର ଲାଳସା ଅପେକ୍ଷା ସାକ୍ଷାତ ଭୋଗ ଭଲ; ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।