Ecclesiastes 7:1 — Compare Translations
5 translations compared side by side
Odia - 1840
"ବହୁମୂଲ୍ଯ ତୈଳ ଅପେକ୍ଷା ଉତ୍ତମ ନାମ ଭଲ ଅଟେ। ବ୍ଯକ୍ତିର ଜନ୍ମ ଦିନ ଅପେକ୍ଷା ମୃତ୍ଯୁର ଦିନ ୟଥେଷ୍ଟ ଭଲ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବହୁମୂଲ୍ୟ ତୈଳ ଅପେକ୍ଷା ଉତ୍ତମ ନାମ ଭଲ ଓ ଜନ୍ମ ଦିନ ଅପେକ୍ଷା ମରଣ ଦିନ ଭଲ ।
Odia Bible ERV 2004 (ପବିତ୍ର ବାଇବଲ)
ଉପଦେଶକର ଗୁଚ୍ଛ ବହୁମୂଲ୍ୟ ତୈଳ ଅପେକ୍ଷା ଉତ୍ତମ ନାମ ଭଲ ଅଟେ। ବ୍ୟକ୍ତିର ଜନ୍ମଦିନ ଅପେକ୍ଷା ମୃତ୍ୟୁର ଦିନ ଯଥେଷ୍ଟ ଭଲ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବହୁମୂଲ୍ୟ ତୈଳ ଅପେକ୍ଷା ଉତ୍ତମ ନାମ ଭଲ ଓ ଜନ୍ମ ଦିନ ଅପେକ୍ଷା ମରଣ ଦିନ ଭଲ।
Odia IRV 2017 (ଓଡିଆ ବାଇବେଲ)
ବହୁମୂଲ୍ୟ ତୈଳ ଅପେକ୍ଷା ଉତ୍ତମ ନାମ ଭଲ ଓ ଜନ୍ମ ଦିନ ଅପେକ୍ଷା ମରଣ ଦିନ ଭଲ।