Ecclesiastes 7:10 — Compare Translations

5 translations compared side by side

Odia - 1840
"ପଚାର ନାହିଁ, କାହିଁକି ବର୍ତ୍ତମାନଠାରୁ 'ଅତୀତ' ଭଲ ଥିଲା? ଯଦି ତୁମ୍ଭେ ଜ୍ଞାନୀ ହାଇେଥିବ ଏହା ପଚାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ, ଏହା ନ କୁହ, କାରଣ ତୁମ୍ଭେ ଏ ବିଷୟ ଜ୍ଞାନରେ ପ୍ରଶ୍ନ କରୁ ନାହଁ ।
Odia Bible ERV 2004 (ପବିତ୍ର ବାଇବଲ)
ପଗ୍ଭର ନାହିଁ, “କାହିଁକି ବର୍ତ୍ତମାନଠାରୁ ‘ଅତୀତ’ ଭଲ ଥିଲା?” ଯଦି ତୁମ୍ଭେ ଜ୍ଞାନୀ ହୋଇଥିବ ଏହା ପଗ୍ଭରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ,” ଏହା ନ କୁହ, କାରଣ ତୁମ୍ଭେ ଏ ବିଷୟ ଜ୍ଞାନରେ ପ୍ରଶ୍ନ କରୁ ନାହଁ।
Odia IRV 2017 (ଓଡିଆ ବାଇବେଲ)
ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ, ଏହା ନ କୁହ, କାରଣ ତୁମ୍ଭେ ଏ ବିଷୟ ଜ୍ଞାନରେ ପ୍ରଶ୍ନ କରୁ ନାହଁ।