Ecclesiastes 7:11 — Compare Translations

5 translations compared side by side

Odia - 1840
"ଜ୍ଞାନ ଉତ୍ତମ ଅଟେ, ଯଦି ଏହା ବଂଶାନୁଗତ ଭାବରେ ଆସିଥାଏ, ଏହା ଜୀବନଧାରଣ ରେ ଲାଭ ଦଇେଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନ ପୈତୃକ ଅଧିକାରର ତୁଲ୍ୟ ଉତ୍ତମ; ଆହୁରି, ସୂର୍ଯ୍ୟଦର୍ଶୀ ଲୋକମାନଙ୍କ ପ୍ରତି ତାହା ଅଧିକ ଶ୍ରେଷ୍ଠ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନ ଉତ୍ତମ ଅଟେ, ଯଦି ଏହା ବଂଶାନୁଗତ ଭାବରେ ଆସିଥାଏ, ଏହା ଜୀବନଧାରଣରେ ଲାଭ ଦେଇଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନ ପୈତୃକ ଅଧିକାରର ତୁଲ୍ୟ ଉତ୍ତମ; ଆହୁରି, ସୂର୍ଯ୍ୟଦର୍ଶୀ ଲୋକମାନଙ୍କ ପ୍ରତି ତାହା ଅଧିକ ଶ୍ରେଷ୍ଠ।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନ ପୈତୃକ ଅଧିକାରର ତୁଲ୍ୟ ଉତ୍ତମ; ଆହୁରି, ସୂର୍ଯ୍ୟଦର୍ଶୀ ଲୋକମାନଙ୍କ ପ୍ରତି ତାହା ଅଧିକ ଶ୍ରେଷ୍ଠ।