Ecclesiastes 7:13 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ କାର୍ୟ୍ଯକୁ ଅନୁଧ୍ଯାନ କର। କାରଣ ସେ ଯାହା ବକ୍ର କରନ୍ତି, ତାକୁ କହେି ଠିକ୍ କରିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵରଙ୍କର କାର୍ଯ୍ୟ ବିବେଚନା କର; କାରଣ ସେ ଯାହା ବଙ୍କା କରିଅଛନ୍ତି, କିଏ ତାହା ସଳଖ କରି ପାରେ?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ କାର୍ଯ୍ୟକୁ ଅନୁଧ୍ୟାନ କର। କାରଣ ସେ ଯାହା ବକ୍ର କରନ୍ତି, ତାକୁ କେହି ଠିକ୍ କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱରଙ୍କର କାର୍ଯ୍ୟ ବିବେଚନା କର; କାରଣ ସେ ଯାହା ବଙ୍କା କରିଅଛନ୍ତି, କିଏ ତାହା ସଳଖ କରିପାରେ?
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱରଙ୍କର କାର୍ଯ୍ୟ ବିବେଚନା କର; କାରଣ ସେ ଯାହା ବଙ୍କା କରିଅଛନ୍ତି, କିଏ ତାହା ସଳଖ କରି ପାରେ?