Ecclesiastes 7:14 — Compare Translations

5 translations compared side by side

Odia - 1840
"ଖୁସି ହୁଅ ଯେତବେେଳେ ତୁମ୍ଭ ପାଖ ରେ ସମ୍ପତ୍ତି ଅଛି କିନ୍ତୁ ଯେତବେେଳେ ତୁମ୍ଭେ ଦୁଃଖ ଅନୁଧ୍ଯାନ କର ପରମେଶ୍ବର ଆମ୍ଭକୁ ଭଲ ସହିତ ଖରାପ ସମୟ ଦଇେଛନ୍ତି। ଯାହା ଫଳ ରେ କୌଣସି ଲୋକ ଭବିଷ୍ଯତ ରେ କ'ଣ ଘଟିବ ତାହା ଜାଣିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୁଖ ସମୟରେ ଆନନ୍ଦିତ ହୁଅ ଓ ଦୁଃଖ ସମୟରେ ବିବେଚନା କର; ମନୁଷ୍ୟକୁ ଭବିଷ୍ୟତରେ ଯାହା ଘଟିବ, ତାହା ଯେପରି ସେ ଜାଣି ନ ପାରେ, ଏଥିପାଇଁ ପରମେଶ୍ଵର ସୁଖ ଓ ଦୁଃଖକୁ ପାଖେ ପାଖେ ରଖିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଖୁସୀ ହୁଅ ଯେତେବେଳେ ତୁମ୍ଭ ପାଖରେ ସମ୍ପତ୍ତି ଅଛି, କିନ୍ତୁ ଯେତେବେଳେ ତୁମ୍ଭେ ଦୁଃଖ ଅନୁଧ୍ୟାନ କର ପରମେଶ୍ୱର ଆମ୍ଭକୁ ଭଲ ସହିତ ଖରାପ ସମୟ ଦେଇଛନ୍ତି। ଯାହା ଫଳରେ କୌଣସି ଲୋକ ଭବିଷ୍ୟତରେ କ’ଣ ଘଟିବ ତାହା ଜାଣି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୁଖ ସମୟରେ ଆନନ୍ଦିତ ହୁଅ ଓ ଦୁଃଖ ସମୟରେ ବିବେଚନା କର; ମନୁଷ୍ୟକୁ ଭବିଷ୍ୟତରେ ଯାହା ଘଟିବ, ତାହା ଯେପରି ସେ ଜାଣି ନ ପାରେ, ଏଥିପାଇଁ ପରମେଶ୍ୱର ସୁଖ ଓ ଦୁଃଖକୁ ପାଖେ ପାଖେ ରଖିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସୁଖ ସମୟରେ ଆନନ୍ଦିତ ହୁଅ ଓ ଦୁଃଖ ସମୟରେ ବିବେଚନା କର; ମନୁଷ୍ୟକୁ ଭବିଷ୍ୟତରେ ଯାହା ଘଟିବ, ତାହା ଯେପରି ସେ ଜାଣି ନ ପାରେ, ଏଥିପାଇଁ ପରମେଶ୍ୱର ସୁଖ ଓ ଦୁଃଖକୁ ପାଖେ ପାଖେ ରଖିଅଛନ୍ତି।