Ecclesiastes 7:15 — Compare Translations

5 translations compared side by side

Odia - 1840
"ମାରେ ଅର୍ଥହୀନ ଜୀବନ କାଳ ମଧିଅରେ, ମୁଁ ଏହିସବୁ ଜିନିଷ ଦେଖିଅଛି। କେତବେେଳେ ଜଣେ ଧାର୍ମିକ ଲୋକ ଆପଣା ଧାର୍ମିକତା ସତ୍ତ୍ବେ ବି ବିନଷ୍ଟ ହୁଏ, ଯେଉଁଠିକି ଏକ ପୁଣି ଦୁଷ୍ଟ ଲୋକ ତା'ର ଦୁଷ୍ଟାମୀ ସତ୍ତ୍ବେ ଦୀର୍ଘଜୀବି ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ଅସାରତା ସମୟରେ ଏସବୁ ଦେଖିଅଛି; ଧାର୍ମିକ ଲୋକ କେବେ କେବେ ଆପଣା ଧାର୍ମିକତାରେ ବିନଷ୍ଟ ହୁଏ, ପୁଣି ଦୁଷ୍ଟ ଲୋକ ଆପଣା ଦୁଷ୍କ୍ରିୟାରେ ଦୀର୍ଘଜୀବୀ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ପ୍ରକୃତରେ ଧାର୍ମିକ ହୋଇ ପାରିବେ ନାହିଁ ମୋର ଅର୍ଥହୀନ ଜୀବନ କାଳ ମଧ୍ୟରେ, ମୁଁ ଏହିସବୁ ଜିନିଷ ଦେଖିଅଛି। କେତେବେଳେ ଜଣେ ଧାର୍ମିକ ଲୋକ ଆପଣା ଧାର୍ମିକତା ସତ୍ତ୍ୱେ ବି ବିନଷ୍ଟ ହୁଏ, ଯେଉଁଠିକି ଏକ ପୁଣି ଦୁଷ୍ଟ ଲୋକ ତା’ର ଦୁଷ୍ଟାମୀ ସତ୍ତ୍ୱେ ଦୀର୍ଘଜୀବୀ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ଅସାରତା ସମୟରେ ଏହିସବୁ ଦେଖିଅଛି; ଧାର୍ମିକ ଲୋକ କେବେ କେବେ ଆପଣା ଧାର୍ମିକତାରେ ବିନଷ୍ଟ ହୁଏ, ପୁଣି ଦୁଷ୍ଟ ଲୋକ ଆପଣା ଦୁଷ୍କ୍ରିୟାରେ ଦୀର୍ଘଜୀବୀ ହୁଏ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ଅସାରତା ସମୟରେ ଏହିସବୁ ଦେଖିଅଛି; ଧାର୍ମିକ ଲୋକ କେବେ କେବେ ଆପଣା ଧାର୍ମିକତାରେ ବିନଷ୍ଟ ହୁଏ, ପୁଣି ଦୁଷ୍ଟ ଲୋକ ଆପଣା ଦୁଷ୍କ୍ରିୟାରେ ଦୀର୍ଘଜୀବୀ ହୁଏ।