Ecclesiastes 7:17 — Compare Translations

5 translations compared side by side

Odia - 1840
"ତୁମ୍ଭେ ଅତି ଦୁଷ୍ଟ କିଅବା ନିର୍ବୋଧ ହୁଅ ନାହିଁ। ଆପଣା କାଳ ପୁରିବା ପୂର୍ବରୁ କାହିଁକି ମରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଅତି ଦୁଷ୍ଟ ହୁଅ ନାହିଁ, କିଅବା ନିର୍ବୋଧ ହୁଅ ନାହିଁ; ଆପଣା କାଳ ପୂର୍ବରେ କାହିଁକି ମରିବ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଅତି ଦୁଷ୍ଟ କିଅବା ନିର୍ବୋଧ ହୁଅ ନାହିଁ। ଆପଣା କାଳ ପୁରିବା ପୂର୍ବରୁ କାହିଁକି ମରିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଅତି ଦୁଷ୍ଟ ହୁଅ ନାହିଁ, କିଅବା ନିର୍ବୋଧ ହୁଅ ନାହିଁ; ଆପଣା କାଳ ପୂର୍ବରେ କାହିଁକି ମରିବ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଅତି ଦୁଷ୍ଟ ହୁଅ ନାହିଁ, କିଅବା ନିର୍ବୋଧ ହୁଅ ନାହିଁ; ଆପଣା କାଳ ପୂର୍ବରେ କାହିଁକି ମରିବ?